ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ବାଲିଘାଟରେ ଯୁବକଙ୍କୁ ନିର୍ମମ ହତ୍ୟା, ବାଲି ଉତ୍ତୋଳନକୁ କରୁଥିଲେ ବିରୋଧ

9/01/2020 at 11:11 AM

ମୋରଡା ୯।୧: ବାଲି ଉତ୍ତୋଳନକୁ ବିରୋଧ କରୁଥିବା ଯୁବକଙ୍କୁ ନିର୍ମମ ହତ୍ୟା । ମୟୁରଭଞ୍ଜ ଜିଲ୍ଲା ଜମ୍ଭୀରା ନଦୀ ବାଲିଘାଟ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ମୂଷାମାରି ଅଞ୍ଚଳର ମିଣ୍ଟୁ ତରେଇ ।

ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ରାମଚନ୍ଦ୍ରପୁର ବାଲିଘାଟରେ କିଛି ଦିନ ହେଲା ବାଲି ମାଫିଆଙ୍କ ଦୌରାତ୍ମ୍ୟ ବଢିଚାଲିଛି । ବାଲି ଉତ୍ତୋଳନକୁ ବିରୋଧ କରୁଥିବା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣା ପରେ ମୂଷାମାରି ଛକ ନିକଟରେ ଉତ୍ତେଜିତ ଗ୍ରାମବାସୀ ରାସ୍ତା ଅବରୋଧ କରିଛନ୍ତି । ଫଳରେ ବାରିପଦା-ଜଳେଶ୍ବର ମୁଖ୍ୟ ରାସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି ।

   Related Posts