ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ

1/12/2019 at 1:52 PM

କନ୍ଧମାଳ ୧/୧୨: ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବାଲିଗୁଡା ଥାନା ଅନ୍ତର୍ଗତ ଲଣ୍ଡା ଗାଁର ବୁଡୁ ରଣା ।

କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଲଣ୍ଡାଗାଁରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।ସେହି ଗାଁର ବୁଡୁ ରଣା ନାମକ ଜଣେ ଯୁବକ ଟ୍ରାନ୍ସଫର୍ମରରେ ଚଢିଯିବାରୁ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବାବେଳେ ଘଟଣାସ୍ଥଳରେ ଏ ଯାଏଁ ପୋଲିସ୍ ପହଞ୍ଚି ନଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।

   Related Posts