vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ରାସ୍ତା କଡକୁ ମୁଣ୍ଡ ଗଣ୍ଡି ଅଲଗା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ ; ହତ୍ୟା ସନ୍ଦେହ

28/11/2018 at 12:44 PM

ପୁରୀ ୨୮|୧୧:   ରାସ୍ତାରେ କଟା ମୁଣ୍ଡ । ପୁରୀ ଜିଲ୍ଲା ଡେଲାଙ୍ଗ ବ୍ରାହ୍ମଣ ତରାଗେଇ ଛକରେ ଏଭଳି ମୁଣ୍ଡ ଗଣ୍ଡି ଅଲଗା ହୋଇ ଯୁବକଙ୍କ ତଦେହ ରାସ୍ତା ପାର୍ଶ୍ବରେ ପଡିଥିବା ଦେଖିବାକୁ ମିଳିଥିଲା । ମୃତକ ହେଲେ ଇନ୍ଦିପୁର ଗାଁର ଦିଜବର ସେନାପତି । ଗାଁ ଲୋକେ ମୃତଦେହ ଦେଖିବା ପରେ ଡେଲାଙ୍ଗ ପୋଲିସକୁ ଏନେଇ ଖବର ଦେଇଥିଲେ । ଖବର ପାଇ ଡେଲାଙ୍କ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ଘଟଣାସ୍ଥଳରୁ ଏକ ଅଟୋ ଜବତ କରିଛି । ପୋଲିସ ଏନେଇ ତଦନ୍ତ ଜାରି ରଖିଛି । ତେବେ କେହି ତାଙ୍କୁ ହତ୍ୟା କରି ଏଠାରେ ଫିଙ୍ଗିଦେଇଥିବା ସାଧାରଣରେ ସନ୍ଦେହ ହେଉଛି ।

   Related Posts