oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ଅଜଣା ଗାଡି ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

29/12/2019 at 12:22 PM

କଳାହାଣ୍ଡି ୨୯।୧୨: କଳାହାଣ୍ଡିରେ ଅଜଣା ଗାଡି ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । କଲମପୁର ବ୍ଲକ୍ ବାବୁକେନ୍ଦୁଗୁଡାଠାରେ ଦୁର୍ଘଟଣା ଘଟିଥିଲା । ମୃତକ ହେଲେ ବାବୁକେନ୍ଦୁଗୁଡା ଗାଁର ବିରଳ ନାଗ । ଗୁରୁତର ଅବସ୍ଥାରେ ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି ।

କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ କରିଛନ୍ତି । କଲମପୁର – ଜୁନାଗଡ ରାସ୍ତା ଅବରୋଧ କରିବା ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।

   Related Posts