ଅଜଣା ଗାଡି ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

Published By : Prameya-News7 Bureau | December 29, 2019 IST

କଳାହାଣ୍ଡି ୨୯।୧୨: କଳାହାଣ୍ଡିରେ ଅଜଣା ଗାଡି ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । କଲମପୁର ବ୍ଲକ୍ ବାବୁକେନ୍ଦୁଗୁଡାଠାରେ ଦୁର୍ଘଟଣା ଘଟିଥିଲା । ମୃତକ ହେଲେ ବାବୁକେନ୍ଦୁଗୁଡା ଗାଁର ବିରଳ ନାଗ । ଗୁରୁତର ଅବସ୍ଥାରେ ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି ।

{"id":204018,"sizeSlug":"large"}

କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ କରିଛନ୍ତି । କଲମପୁର - ଜୁନାଗଡ ରାସ୍ତା ଅବରୋଧ କରିବା ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.