ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ

Published By : Prameya-News7 Bureau | December 12, 2019 IST

କଳାହାଣ୍ଡି ୧୨।୧୨: କଳାହାଣ୍ଡିରେ ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ହୋଇଛି । ଥୁଆମୁଳ ରାମପୁର ଥାନା ପାଲଯୋର ନିକଟରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ଟେଭାକଲମ ଗାଁର ସିଗେସନ ନାଏକ । ଗୁରୁତର ଅବସ୍ଥାରେ ଭବାନୀପାଟଣାକୁ ସ୍ଥାନାନ୍ତର ବେଳେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ପୋଲିସ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.