oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ

12/12/2019 at 9:09 AM

କଳାହାଣ୍ଡି ୧୨।୧୨: କଳାହାଣ୍ଡିରେ ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ହୋଇଛି । ଥୁଆମୁଳ ରାମପୁର ଥାନା ପାଲଯୋର ନିକଟରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ଟେଭାକଲମ ଗାଁର ସିଗେସନ ନାଏକ । ଗୁରୁତର ଅବସ୍ଥାରେ ଭବାନୀପାଟଣାକୁ ସ୍ଥାନାନ୍ତର ବେଳେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ପୋଲିସ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

   Related Posts