Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭୁବନେଶ୍ବର : ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପଛରେ ରହିଛି ସୁଚିନ୍ତିତ ଷଡ଼ଯନ୍ତ୍ର : ନରସିଂହ ମିଶ୍ର
  • ||
  • ରାହୁଲଙ୍କ ସଦସ୍ୟତା ରଦ୍ଦ ପ୍ରସଙ୍ଗରେ କଳା ଡ୍ରେସ୍ ପିନ୍ଧି କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
  • ||
  • ଆଉ ୧୦ ଜିଲ୍ଲାରେ ଭର୍ଚୁଆଲ୍‌ ହାଇକୋର୍ଟ, ଘୋଷଣା କଲେ ହାଇକୋର୍ଟ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର : ୧୩ ଜିଲ୍ଲାରେ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ରାଉରକେଲାରେ ହାଇଓ୍ୱାକୁ ପିଟିଲା ବସ୍‌ : ୨ ମୃତ, ୨୫ ଆହତ
  • ||

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ଯୁବକ

6/06/2018 at 6:25 AM

ଶୌଚ ହେବାକୁ ଯାଇଥିବା ବେଳେ ଟାଣିନେଲା କୁମ୍ଭୀର । କେନ୍ଦ୍ରାପଡା ଜିଲ୍ଲା ବତିଘର ପଞ୍ଚାୟତ ବଡତୁବି ଗାଁର ଘଟଣା । ଆଜି ସକାଳୁ ବଡତୁବି ଗାଁର କିଣାରାମ ମଣ୍ଡଳ ସୌଚ ହେବାକୁ ବଡତୁବି ନାଳକୁ ଯାଇଥିଲେ । ଶୌଚ ହେବା ବେଳେ ତାଙ୍କୁ କୁମ୍ଭୀର ଟାଣି ନେଉଥିଲା । କିଣାରାମଙ୍କ ହାତକୁ କୁମ୍ଭୀର ଟାଣି ନେଉଥିଲା । ସେତିକି ବେଳେ ଦୁଇ ଜଣ ମତ୍ସ୍ୟଜୀବୀ କିଣାରାମଙ୍କୁ ଉଦ୍ଧାର କରିଥିଲେ । କିଣାରାମଙ୍କ ହାତରେ ଗଭୀର କ୍ଷତ ହୋଇଛି । ତାଙ୍କୁ ରାମନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ସେ ସୁସ୍ଥ ଥିବା ଜଣାପଡିଛି ।

Leave a Reply

   Related Posts