ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବକଙ୍କ ଆତ୍ମହତ୍ୟା, ପୋଲିସ୍‌ର ତଦନ୍ତ ଆରମ୍ଭ

Published By : Prameya-News7 Bureau | November 20, 2023 IST

ବରଗଡ଼: ବରଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ କୋର୍ଟ ପରିସର ମଧ୍ୟରେ ବେକରେ ଗାମୁଛା ଦେଇ ଅଜଣା ଯୁବକଙ୍କ ଆତ୍ମହତ୍ୟା । ଆତ୍ମହତ୍ୟାର କାରଣ ଜଣାପଡ଼ିନଥିବାବେଳେ ଘଟଣା ସ୍ଥଳରେ ବରଗଡ଼ ଟାଉନ ପୋଲିସ ପହଁଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଆରମ୍ଭ କରିଛି ତଦନ୍ତ ।

Updating...

You Can Also Read: ରାଜଧାନୀରେ ଚାଞ୍ଚଲ୍ୟ, ଅଫିସ୍‌ରେ ପଶି ପତ୍ନୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲା ସ୍ୱାମୀ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.