Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ନଦୀରେ ଭାସିଯାଇ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ଅଗ୍ନିଶମ କର୍ମଚାରୀ

30/11/2020 at 5:57 PM

ମୁନିଗୁଡା ୩୦।୧୧: ରାୟଗଡା ଜିଲ୍ଲା ଅମ୍ବାଦଳା ଥାନା କିନାମ ଗାଁ ନିକଟସ୍ଥ ନଦୀରେ ଭାସିଯାଇ ଜଣେ ଯୁବକ ନିଖୋଜ ହୋଇଛନ୍ତି । ଯୁବକ ଜଣଙ୍କ ହେଲେ ବିଜୟ ଡୋଲା । ବିଜୟ ଗାଧୋଇବାକୁ ଯାଇଥିବା ବେଳେ ତାଙ୍କ ଗୋଡ ଖସିଯାଇଥିବା ସୂଚନା ମିଳିଛି । ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି  ।

   Related Posts