ନଦୀରେ ଭାସିଯାଇ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ଅଗ୍ନିଶମ କର୍ମଚାରୀ

Published By : Prameya-News7 Bureau | November 30, 2020 IST

ମୁନିଗୁଡା ୩୦।୧୧: ରାୟଗଡା ଜିଲ୍ଲା ଅମ୍ବାଦଳା ଥାନା କିନାମ ଗାଁ ନିକଟସ୍ଥ ନଦୀରେ ଭାସିଯାଇ ଜଣେ ଯୁବକ ନିଖୋଜ ହୋଇଛନ୍ତି । ଯୁବକ ଜଣଙ୍କ ହେଲେ ବିଜୟ ଡୋଲା । ବିଜୟ ଗାଧୋଇବାକୁ ଯାଇଥିବା ବେଳେ ତାଙ୍କ ଗୋଡ ଖସିଯାଇଥିବା ସୂଚନା ମିଳିଛି । ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି  ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.