ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା : OSRTC ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

25/08/2021 at 12:39 PM

ଚୌଦ୍ବାର ୨୫।୮: ମର୍ମନ୍ତୁଦ ସଡକ ଦୁର୍ଘଟଣା । OSRTC ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ ହୋଇଛି । କଟକ ଟାଙ୍ଗୀ ବୈଂଚୁଆ ଛକ ନିକଟରେ ଘଟିଛି ଏଭଳି ଦୁର୍ଘଟଣା । ଏପର୍ଯ୍ୟନ୍ତ ମୃତ ଯୁବକଙ୍କ ପରିଚୟ ମିଳିନି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

ସୂଚନାଯୋଗ୍ୟ ଯେ, କଟକ ଟାଙ୍ଗୀ ବୈଂଚୁଆ ଛକ ନିକଟରେ OSRTC ବସ୍ ଧକ୍କାରେ ଜଣେ ଅଜଣା ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ତେବେ ଚଣ୍ଡିଖୋଲରୁ କଟକ ଆସୁଥିବା ବସ୍ ଟି ଏହି ଦୁର୍ଘଟଣା ଘଟାଇଥିବା ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ ।

   Related Posts