oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇରାନ ବିମାନରେ ବୋମା ଆତଙ୍କ ପରେ ହାଇଆଲର୍ଟ, ଦିଲ୍ଲୀରେ ଅବତରଣ ଲାଗି ମିଳିଲାନି ଅନୁମତି
  • ||
  • ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି
  • ||
  • ଉତ୍ତରପ୍ରଦେଶ: ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ, ୫ ମୃତ ଓ ଅନେକ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ

12/12/2020 at 9:29 AM

ଆନନ୍ଦପୁର ୧୨।୧୨: ଆନନ୍ଦପୁର ପୌରପରିଷଦ ଅନ୍ତର୍ଗତ ପଦ୍ମପୁର ଗେଟ୍ ଛକ ନିକଟରେ ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ପଦ୍ମପୁର ଗାଁର ରାଇଆ ମହାକୁଡ । ସେ ସ୍ଥାନୀୟ ଛକଠାରେ ଏକ ଚା’ ଦୋକାନ କରିଥିବା ଜଣାପଡିଛି ।

ପ୍ରତିଦିନ ଭଳି ଶନିବାର ଭୋରରୁ ଶୌଚ ହୋଇ ନିଜ ଚା’ ଦୋକାନକୁ ଯିବାପାଇଁ ରସ୍ତା ପାରି ହେଉଥିବା ସମୟରେ ଏକ ଅଜଣା ଗାଡି ଧକ୍କ୍କା ଦେବାରୁ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ଖବରପାଇ ଆନନ୍ଦପୁର ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ ଚଳାଇଛି ।

   Related Posts