Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ଲୋୟର ପିଏମ୍‌ଜିରେ ଗଛ ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

25/11/2019 at 6:47 PM

ଭୁବନେଶ୍ୱର ୨୫।୧୧ –  ଲୋୟର ପିଏମଜିରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । ଗଛ ଉପରେ ଚଢ଼ି ଡେଇଁବାକୁ ଉଦ୍ୟମ କରୁଥିବା ବେଳେ ସୁରକ୍ଷିତ ଉଦ୍ଧାର କରି ଅଗ୍ନିଶମ ବାହିନୀ । ଆତ୍ମହତ୍ୟା ଉଦ୍ୟମ କରୁଥିବା ଯୁବକ ଜଣଙ୍କ ଗାଁ ସାଥୀର ସଦସ୍ୟ ବୋଲି ଜଣାପଡିଛି । ତାଙ୍କ ନାଁ ମଧୁ ଛତ୍ରିଆ । ଘର ବଲାଙ୍ଗୀର ଅଞ୍ଚଳରେ । ଉଦ୍ଧାର ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଛି  ।

ଆତ୍ମହତ୍ୟା ଉଦ୍ୟ ରକିବାକୁ ଚଢିଥିବା ଯୁବକଙ୍କ ନାମ  ମଧୁ ଛତିଆ ଓ ତାଙ୍କ  ଘର ବଲାଙ୍ଗୀରରେ ବୋଲି ଜଣା ପଡିଛି ।

   Related Posts