ଜୁଲାଇ ୨ ତାରିଖର ରାଶିଫଳ, ଜାଣନ୍ତୁ ଆସନ୍ତାକାଲି କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 01, 2021 IST

ମେଷ – ସହଜ ଓ ସରଳଭାବରେ ଆଜିର ଜୀବନଯାତ୍ରା ପ୍ରୀତିପ୍ରଦ ରହିବ । ରେବତୀ ନକ୍ଷତ୍ର ପାଇଁ ପାରିବାରିକ ପ୍ରତିରୋଧ ହେତୁ କେତେକ କାମ ଅଟକି ଯାଇପାରେ । ଆଜିର କାମଗୁଡିକ ସବୁ ଠିକ୍ ଠିକ୍ ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବୃଷ – ପ୍ରତ୍ୟେକ କ୍ଷେତ୍ରରେ ମୃଗଶିରା ନକ୍ଷତ୍ର ସମ୍ପର୍କୀୟଙ୍କ ସହ-ଯୋଗରୁ ଉପକୃତ ହେବେ । ଶୁଣା ଖବରକୁ ବିଶ୍ୱାସ କରି ହଠାତ୍ ଯାତ୍ରା କରିବାକ ପଡିପାରେ । ଅଟକି ରହିଥିବା କାମଗୁଡିକ ସହକର୍ମୀଙ୍କ ବଦାନୟତାରୁ ହୋଇଯିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ମିଥୁନ - ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ସତର୍କ ନ ରହିଲେ ପରିସ୍ଥିତି ବଦଳି ଯାଇପାରେ । ବେଖାତିର ମନୋଭାବ ହେତୁ ଉପର ଅଧିକାରୀ ରାଗି ପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଧାର୍ମିକ ହେବେ ।
କର୍କଟ – ସ୍ୱାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ମନ ଭଲ ରହିବ ନାହିଁ । କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ରଙ୍ଗ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ସିଂହ – ପ୍ରକାଶ୍ୟରେ କିଛି ନ କହିପାରିଲେ ମଧ୍ୟ ବନ୍ଧୁଙ୍କ ଅଶାଳୀନ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । ପୂର୍ବାଫାଲଗୁନୀ ନକ୍ଷତ୍ର ଲୋକମାନଙ୍କ କଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବିଝିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କନ୍ୟା – କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବା କାରଣରୁ ଘର ପାଇଁ ସମୟ ପାଇବେ ନାହିଁ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେବାରୁ ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ତୁଳା – କର୍ମକ୍ଷେତ୍ରରେ ସହକର୍ମୀମାନେ ଏକଜୁଟ ହୋଇ ହାଇରାଣରେ ପକାଇପାରନ୍ତି । ଘରର ବିଭିନ୍ନ ସମସ୍ୟା ସମ୍ପର୍କରେ ସ୍ତ୍ରୀଙ୍କ ସହ ଆଲୋଚନା କରିବେ । ପରବହନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖା ଦେଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ବିଛା – ସ୍ୱାସ୍ଥ୍ୟ ଅପରିବର୍ତ୍ତିତ ରହିଥିଲେ ମଧ୍ୟ ନିଜ ଅବହେଳା ଜନିତ କୌଣସି ସମସ୍ୟା ଦେଖାଦେଇପାରେ । ଅପୂରଣୀୟ ଆଶା କ୍ରମଶଃ ମାନସିକ ସ୍ତରକୁ ନିରୁତ୍ସାହିତ କରିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଧନୁ – ସମୟ ପ୍ରତ୍ୟେକ ଦିଗରୁ ଅନୁକୂଳ ରହିଥିଲେ ମଧ୍ୟ କେତେକ କ୍ଷେତ୍ରରେ ନିଜ ଦୋଷରୁ ସମସ୍ୟା ସୃଷ୍ଟି ହୋଇପାରେ । ବିନା ଦୋଷରେ ବନ୍ଧୁଙ୍କ ଘରୋଇ ଝମେଲା ଭିତରକୁ ଟାଣି ହୋଇଯାଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର – କାମଗୁଡିକ ବାରମ୍ବାର ପ୍ରତିରୋଧ ମଧ୍ୟରେ ଅଟକି ଯାଉଥିବା କାରଣରୁ ମନସ୍ତାପ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କୁମ୍ଭ - ସାମାଜିକ ସ୍ତରରେ ଗତକାଲିର ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ । ଆପଣଙ୍କ ଅନୁରୋଧ କ୍ରମେ ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।
ମୀନ - କର୍ମକ୍ଷେତ୍ରରେ ବିରୋଧାଭାସ ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.