oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ଗୁରୁବାର ରାଶିଫଳ : କୌଣସି କାମକୁ ନେଇ ଚିନ୍ତନ ମନ୍ଥନ କରିପାରନ୍ତି, ଦାମ୍ପତ୍ୟ ଜୀବନ ଭଲ ରହିବ

17/11/2021 at 7:30 PM

ମେଷ– ପୂଜାପାଠରେ ଆପଣଙ୍କ ମନ ଅଧିକ ଲାଗି ରହିବ ।ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ । ବ୍ୟବସାୟିକ କାର୍ଯ୍ୟ ଲାଗି ଭଲ ଦିନଟିଏ । ଆପଣଙ୍କୁ କୌଣସି ମହତ୍ୱପୂର୍ଣ୍ଣ ସମାଚାର ମିଳିବ ।ପ୍ରେମରେ ସଫଳ ହେବେ ।ଶୁଭରଙ୍ଗ ବାଦାମୀ ।ଶୁଭ ଅଙ୍କ ୧ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଥଣ୍ଡା ଜନିତ ରୋଗ ହୋଇପାରେ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ବୃଷ–କାମ ପ୍ରତି ଆପଣଙ୍କର ପରିଶ୍ରମ ଆଗକୁ ଲାଭ ଦେବ । ଆପଣଙ୍କୁ କୌଣସି ବିଶେଷ କଥାର ସୂଚନା ମିଳିବ । ଅଫିସରେ କୌଣସି କାମକୁ ନେଇ ଚିନ୍ତନ ମନ୍ଥନ କରିପାରନ୍ତି ।ପ୍ରେମୀ ଯୁଗଳଙ୍କଲାଗି ଦିନଟି ଭଲ ରହିବ ।ଶୁଭ ରଙ୍ଗ ହଳଦୀଆ ।ଶୁଭ ଅଙ୍କ ୮ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି- ତାପ ଯୋଗୁ କାର୍ଯ୍ୟରେ ବ୍ୟାଘାତ ଦେଖା ଦେଇପାରେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସାଲାଭ ଦେବ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ମିଥୁନ -ଦିନଟି ବୁଲିବାରେ ଅଧିକ ସମୟ କଟିବ ।ମହତ୍ୱପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ ।ବେପାରିବର୍ଗଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଆପଣଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ ।ଲେଖାପଢାରେ ସାଥୀଙ୍କ ସାହାର୍ଯ୍ୟ ମିଳିବ ।ଶୁଭରଙ୍ଗ ଧୂସର ।ଶୁଭ ଅଙ୍କ ୪ ।
ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜିକିଛି ଦିନ ସତର୍କରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କର୍କଟ– ଆପଣଙ୍କ ଜୀବନ ଲାଗି ସଫଳତାର ଦିନଟିଏ । ମନ ଚାହୁଁଥିବା କଂପାନିରେ ଚାକିରି ମିଳିବା ହେତୁ ଖୁସି ହେବେ ।କାରବାରରେ ଆପଣଙ୍କୁ ଫାଇଦା ହେବ । ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହୋଇପାରେ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୭ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସାଲାଭ ଦେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।
ସିଂହ- ଆମଦାନୀ ପାଇଁ ନୂଆରଣନୀତି ପ୍ରସ୍ତୁତ କରିବେ । ଅନୁଭବୀଙ୍କ ଠାରୁ ସାହାର୍ଯ୍ୟ ମିଳିପାରେ । ଅଫିସ କାମକୁ ପୂରା କରିବାରେ ସକ୍ଷମ ହେବେ ।କୌଣସି ସଂପର୍କିୟଙ୍କ ସହିତ ମିଳନର ଯୋଗରହିଛି । ଆଇନ୍‌ ଛାତ୍ରଙ୍କ ଲାଗି ବଢିଆ ରହିବ ।ଶୁଭ ରଙ୍ଗ କଫି ।ଶୁଭ ଅଙ୍କ ୨ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀହେବ ।
ବ୍ୟବସାୟୀ- ଅର୍ଥ ହାନୀହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
କନ୍ୟା –ଦିନଚର୍ଯ୍ୟାରେ ପରିବର୍ତ୍ତନ କରିବା ଲାଗି ଭାବି ପାରନ୍ତି ।ବ୍ୟବସାୟ ସମ୍ବନ୍ଧରେ ଯାତ୍ରା କରିବାକୁ ପଡିପାରେ । ଅବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ ।ସ୍ୱାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ ।ଛାତ୍ରଙ୍କୁ ସିନିୟରଙ୍କ ସହଯୋଗ ମିଳିବ ।ଶୁଭ ରଙ୍ଗ ଲାଲ୍ ।ଶୁଭ ଅଙ୍କ ୬ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ଥଣ୍ଡା ଜନିତ ରୋଗ ହୋଇପାରେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ତୁଳା- ଆର୍ଥିକ ମାମଲା ପାଇଁ ଦିନଟି ଭଲ ।ବ୍ୟବସାୟ କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଧନ ଲାଭର ସୁଯୋଗ ରହିଛି । ଅଫିସରେ କର୍ତ୍ତୃପକ୍ଷଙ୍କ ଭଲ ସହଯୋଗ ମିଳିବ । ନୂଆ ପରିଯୋଜନା ପୂରା କରିବାରେ ସଫଳ ହେବେ ।ଶୁଭ ରଙ୍ଗ ଲାଲ୍ ।ଶୁଭ ଅଙ୍କ ୧ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷାକରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମକରିବାକୁ ପଡିବ ।
କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ନୂଆ ବସ୍ତ୍ର ଲାଭ ହେବ ।
ବିଛା–ବ୍ୟବସାୟୀଙ୍କ ପାଇଁ ଦିନଟି ଲାଭପ୍ରଦ । ଆପଣ ଭାବିଥିବା କାମ ପୂରା ହୋଇ ପାରେ ।କାହାରିକୁ କିଛି ଦେବାର ଯୋଜନା କରିବେ । ପରିବାରର ସବୁ ସଦସ୍ୟଙ୍କ ମଧ୍ୟରେ ପ୍ରେମ ବଢିବ । ଅବିବାହିତଙ୍କ ଲାଗି ବିବାହର ନୂଆ ପ୍ରସ୍ତାବ ଆସିବ ।ଶୁଭ ରଙ୍ଗ ନୀଳ ।ଶୁଭ ଅଙ୍କ ୯ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଚୌରଭୟ ଅଛି ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ଧନୁ – ଦିନଟି ଆତ୍ମବିଶ୍ୱାସରେ ଭରାରହିବ ।କୌଣସି ଅଶାନ୍ତି ଆପଣଙ୍କ ପାଖକୁ ଆସିବ ନାହିଁ ।ଜୀବନ ସାଥୀଙ୍କ ସହଯୋଗରେ ଆପଣଙ୍କୁ ଲାଭ ମିଳିବ ।ସ୍ୱାସ୍ଥ୍ୟ ଭଲ ରହିବ ।ଶୁଭ ରଙ୍ଗ ହଳଦୀଆ ।ଶୁଭ ଅଙ୍କ ୪ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁଉତ୍ତମ ।
ମକର– ଧାର୍ମିକ କାର୍ଯ୍ୟରେ ସହଯୋଗ କରନ୍ତୁ, ସବୁ ସମସ୍ୟାର ସମାଧାନ ହୋଇଯିବ । ନୂଆ ଲୋକଙ୍କ ସହିତ ମିଶିବେ ।ବ୍ୟବସାୟରେ ସଫଳତା ଓ ଲାଭ ପାଇଁ ପରିଶ୍ରମ ଅଧିକ କରିବାକୁ ପଡିବ । ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।ଶୁଭ ରଙ୍ଗ ବାଦାମୀ ।ଶୁଭ ଅଙ୍କ ୭ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କର୍ମ ଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
କୁମ୍ଭ -ଆପଣ ନିଜକୁ ସୁସ୍ଥ ସବଳ ଅନୁଭବ କରିବେ ।କିଛି ମହତ୍ୱପୂର୍ଣ୍ଣ ଲୋକଙ୍କ ସହିତ ସଂପର୍କ ହେବ ।ଜୀବନରେ ଆଗକୁ ବଢିବା ପାଇଁ ନୂଆ ରାସ୍ତା ଖୋଲିବ ।ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ ।ପ୍ରେମ ସମ୍ବନ୍ଧ ମଜଭୁତ ହେବ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୨ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଭୁଲ୍‌ମାର୍ଗ ଅନୁସରଣ କରିପାରନ୍ତି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ମୀନ – ଆପଣଙ୍କର ମାନସିକ ଶାନ୍ତି ବଜାୟ ରହିବ । ଆପଣ କୌଣସି ନୂଆ କାମ ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି ।ରାଜନୀତିରେ ସାକ୍ଷାତ୍ ଆଲୋଚନା ଭଲ ରହିବ । ଆର୍ଥିକ ରୂପେ ଆପଣ ମଜଭୁତ ବଜାୟ ରହିବେ ।ଶୁଭରଙ୍ଗ ଗାଢ ଲାଲ୍ ।ଶୁଭ ଅଙ୍କ ୬ ।
ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

   Related Posts